ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଘଟିଥିବା ଅଘଟଣ ବିଷୟରେ ଜାଣି ଦୁଃଖିତ। ଆହତମାନଙ୍କ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରିବା ସହ ବ୍ୟବସ୍ଥାର ତଦାରଖ ପାଇଁ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ। ମହାପ୍ରଭୁଙ୍କ ନିକଟରେ…
— Naveen Patnaik (@Naveen_Odisha) May">https://twitter.com/Naveen_Odisha/status/1795882593356845220?ref_src=twsrc%5Etfw">May
29, 2024
ପୁରୀ ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୁଷ୍କରିଣୀ ଦେବୀଘାଟରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ ଅନେକ ଆହତ ହୋଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ମହାପ୍ରଭୁଙ୍କ ଆଶୀର୍ବାଦରୁ ଚିକିତ୍ସାଧିନ ଥିବା ଲୋକମାନେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ହିଁ କାମନା ।🙏
— Dharmendra Pradhan (मोदी का परिवार) (@dpradhanbjp) May">https://twitter.com/dpradhanbjp/status/1795896162232193372?ref_src=twsrc%5Etfw">May
29, 2024
Leave a Comment